ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍… ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ କହିଛନ୍ତି ଯେ, ଯେପର୍ଯ୍ୟନ୍ତ…