ନୂଆଦିଲ୍ଲୀ,୭।୮: ଭାରତୀୟ ଅର୍ଥନୀତି ପାଇଁ ଖରାପ ଖବର। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ରପ୍ତାନି ଉପରେ ୨୫% ଅତିରିକ୍ତ ଟାରିଫ (ଶୁଳ୍କ) ଲଗାଇବାକୁ ଘୋଷଣା କରିଛନ୍ତି।…