ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ… ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା କହିଛି ଯେ, ଶତ୍ରୁ ରାଷ୍ଟ୍ରଗୁଡ଼ିକର ଜାହାଜ ବ୍ୟତୀତ ଅନ୍ୟ ସମସ୍ତ ଜାହାଜକୁ ଏହି…