କାନାଡାକୁ ବଡ଼ ଧମକ ଦେଲେ ଟ୍ରମ୍ପ, ଚାଇନା ସହ ବାଣିଜ୍ୟ ଚୁକ୍ତି ସମାପ୍ତ ନକଲେ ୧୦୦% ଟାରିଫ… ଓ୍ବାଶିଂଟନ,୨୦।୪: କାନାଡାକୁ କଡ଼ା ଚେତାବନୀ ଦେଲେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଯଦି କାନାଡା ଚାଇନା ସହିତ ବାଣିଜ୍ୟ ଚୁକ୍ତି ସମାପ୍ତ ନ କରେ, ତେବେ ଆମେରିକା ୧୦୦ ପ୍ରତିଶତ ଟାରିଫ ଲାଗୁ କରିବ । ସେ ସ୍ପଷ୍ଟ କରିଛନ୍ତି ଯେ…