ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍… ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ । ଯାହା ଧିରେ ଧିରେ ଶେଷ ଶେଷ ହେବାକୁ ଯାଉଛି। ଯେଉଁଥିପାଇଁ ଟ୍ରମ୍ପ ପୁଣି ଥରେ…