ପୁଣି ଉଛୁଳିଲା ଟ୍ରମ୍ପଙ୍କ ପାକିସ୍ତାନ ପ୍ରେମ, ଜାଣନ୍ତୁ ଏଥର କ’ଣ କହିଲେ ଓ୍ବାଶିଂଟନ,୧୭।୪: ଗତ ଦେଢ଼ ମାସ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ବିସ୍ଫୋରକ ସଂଘର୍ଷ ମଧ୍ୟରେ, କୂଟନୈତିକ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଖବର ଏବେ ଛାଣି ହୋଇ ଆସୁଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ସଙ୍କେତ ଦେଇଛନ୍ତି ଯେ ଇରାନ ସହିତ ଏକ ଐତିହାସିକ…