ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଶକ୍ତି କେନ୍ଦ୍ର ଉପରେ କୌଣସି ସାମରିକ ଆକ୍ରମଣ କରିବ ନାହିଁ। ଇରାନକୁ…