ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ… ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପତ୍ନୀ, ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଏବଂ…