ଟ୍ରମ୍ପଙ୍କ ଅଲ୍ଟିମେଟମ୍: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ ବୟାନ ଦେଇ କହିଛନ୍ତି ଯେ, ଆଜି ରାତିରେ ଏକ ସମ୍ପୂର୍ଣ୍ଣ ସଭ୍ୟତାର ବିନାଶ…