ୱାଶିଂଟନ: ଆମେରିକାର ବୋଷ୍ଟନ ସହରରେ ଥିବା ନର୍ଥ ଇଷ୍ଟର୍ନ ୟୁନିଭର୍ସିିଟିର ଜଣେ ଛାତ୍ରୀ ତାଙ୍କ ପ୍ରଫେସରଙ୍କ ଉପରେ ଚାଟ୍ ଜିପିଟିର ବ୍ୟବହାର କରି ନୋଟ୍ସ ଦେଉଥିବାର ଅଭିଯୋଗ ଆଣିଛନ୍ତି।…