ତୁମୁଡିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ତୁମୁଡିବନ୍ଧ,୨୪ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟରେ ସୋମବାର ବ୍ଲକ୍ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଲକର ୧୪୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରୁ ଆସିଥିବା...