ଘରୁ ଟାଙ୍ଗିଆ ଧରି ବାହାରି ଯାଇଥିଲେ କିକିରା, ନାଳରୁ ମିଳିଲା ମୃତଦେହ
ତୁମୁଡ଼ିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଭଣ୍ଡାରଙ୍ଗୀ ପଞ୍ଚାୟତ ଅନ୍ତର୍ଗତ ବାରାବଣ ଗ୍ରାମର ଗୁଦୁଗୁଦା ନାଳର ବାଦୀମୁଣ୍ଡା ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ବୁଧବାର ପୂର୍ବାହ୍ନରେ ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାସ୍କାଗୁଡ଼ା…

