ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର କୁମାର ଦାଶଙ୍କୁ ରେଡ୍ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ।...