୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ! ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ କଂଗ୍ରେସ ମଧ୍ୟରେ ରାଜନୈତିକ ବିବାଦ ବୃଦ୍ଧି ପାଇଛି। TVK ସଭାପତି ତଥା ମୁଖ୍ୟମନ୍ତ୍ରୀ…