ବାଲେଶ୍ବର ପରେ ଟ୍ବିନ ସିଟିରେ ଲାଗିଲା କଟକଣା, ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ… ଭୁବନେଶ୍ୱର,୬।୧: ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି । କାଲି ବାଲେଶ୍ବର ପାଇଁ କଟକଣା ଜାରି କରାଯାଇଥିବା ବେଳେ ଆଜି ଟ୍ୱିନ୍ ସିଟିରେ ଲାଗିଲା କଟକଣା...