ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି l...