ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି।...