ସରକାରୀ ଅର୍ଥ ହରିଲୁଟ୍ ମାମଲା: ଦୁଇ ଯନ୍ତ୍ରୀ ଦୋଷୀ ସାବ୍ୟସ୍ତ ପରେ ମିଳିଲା ଏହି ଦଣ୍ଡ ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକର ଦୁଇଜଣ ପୂର୍ବତନ ଯନ୍ତ୍ରୀ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମାନେଶ୍ୱର ବ୍ଲକର ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ସଦାନନ୍ଦ ପ୍ରଧାନ ଏବଂ ବର୍ତ୍ତମାନ ନୟାଗଡ଼ ଜିଲା ଦଶପଲାସ୍ଥିତ ବୃତାଙ୍ଗ ଜଳସେଚନ ପ୍ରକଳ୍ପର…