ପୋଲିସ ଗୁଳିରେ ଟଳିଲେ ଦୁଇ ମହିଳା ମାଓବାଦୀ
ମାଲକାନଗିରି,୨୬ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି। ଡିଆର୍ଜି, ଏଟିଏଫ୍ ଯବାନଙ୍କ ଅପରେଶନର ଏହି...


