ଯାଜପୁର,୪।୧୨: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଝିଅ-ପୁଅ ମାମଲାର ଚାର୍ଜସିଟ ରିପୋର୍ଟକୁ ନେଇ ଥାନା ଭିତରେ ତୁମୁଳକାଣ୍ଡ ଘଟିଛି।…