ଖାମେନେଇଙ୍କ ୨ ସମ୍ଭାବ୍ୟ ଉତ୍ତରାଧିକାରୀ ନିହତ: ଟ୍ରମ୍ପ୍ ତେହରାନ୍, ୩ା୩: ଆମେରିକା ଓ ଇସ୍ରାଏଲ୍ର ମିଳିତ ଆକ୍ରମଣରେ ଶନିବାର ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ନିହତ ହୋଇଥିଲେ। ଏଥିସହିତ ସୁପ୍ରିମ ଲିଡରଙ୍କ ଉତ୍ତରାଧିକାରୀ ହେବାର ସମ୍ଭାବନା ଥିବା ୨ ନେତାଙ୍କର ମଧ୍ୟ ଆକ୍ରମଣରେ ମୃତ୍ୟୁ ଘଟିଥିବା ଆମେରିକା…