କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ (ଏସସିବିଏମସିଏଚ)ରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା କରିଥିଲେ। ଜଣେ ସ୍ଥାନୀୟ...