ଡେମୋକ୍ରାଟ୍ଙ୍କ ବିଜୟ, ଟ୍ରମ୍ପ୍ ପ୍ରତ୍ୟାଖ୍ୟାତ
ୱାଶିଂଟନ, ୫ା୧୧ (ରଏଟର୍ସ/ଏପି): ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ୱାଚନର ଫଳାଫଳ ବୁଧବାର ପ୍ରାୟତଃ ଆସିଯାଇଥିବାବେଳେ ଦେଶର ରାଜନୈତିକ ସମୀକରଣ ସମ୍ପୂର୍ଣ୍ଣ ବଦଳିଯାଇଛି। ଆମେରିକୀୟ ଭୋଟର ମଙ୍ଗଳବାର ଅନୁଷ୍ଠିତ ଏହି ନିର୍ୱାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍୍ଙ୍କ ନୀତି ବିରୋଧରେ ପ୍ରଚଣ୍ଡ ଜନାଦେଶ ଦେଇଛନ୍ତି। ବିରୋଧୀ…

