ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ମତକୁ ନରମ କରିବାର ସଙ୍କେତ ଦେଇଛନ୍ତି। ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ...