ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’ କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’ ଦୁର୍ଘଟଣାକୁ ଡାକୁଛି ବୋଲି ଅଭିଯୋଗ ହୋଇଛି। ବଡ଼ବଡ଼ ଭାରୀଯାନଗୁଡ଼ିକ ବିପଦପୂର୍ଣ୍ଣ ଭାବେ ୟୁ-ଟର୍ନ…