ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ଫାଇନାଲରେ ମାତ୍ର ୮୦ ବଲ୍ରେ ତାଙ୍କର…