U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ ଦେଶକୁ ପରାସ୍ତ କରି ଭାରତ ଏହାର ଦ୍ୱିତୀୟ ବିଜୟ ହାସଲ କରିଛି। ଶେଷ...