ୟୁଏଏସ୍ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର, ଏହା ଲାଗୁ କରାଗଲେ ଶିକ୍ଷକ ସମାଜ… ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଦାରିଙ୍ଗବାଡ଼ି ଶାଖା ପକ୍ଷରୁ ସରକାରଙ୍କ ୟୁଏଏସ (ୟୁନିଫାଇଡ୍ ଅଟୋମେଶନ ସିଷ୍ଟମ) ଲାଗୁ ପ୍ରତ୍ୟାହାର କରାଯିବା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରକାଶ ଯେ, ଫେଡେରେଶନର ବ୍ଲକ…