ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ ତାଙ୍କ ଆସନରୁ ଉଠି କହିଥିଲେ ଯେ ସେ ଆସନ୍ତା ସୋମବାର ବିରୋଧୀଙ୍କ ଦ୍ୱାରା…