ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ… ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା ଥାନାରେ ଗୁରୁତର ଅଭିଯୋଗ ଆଣିଛନ୍ତି । ରଞ୍ଜନା ଦାବି କରିଛନ୍ତି ଯେ ଚିକିତ୍ସା…