ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ନିଲମ୍ବିତ
ଭୁବନେଶ୍ୱର,୨୧ା୭: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ,...


