ହ୍ବାଇଟ ହାଉସରେ ଇତିହାସର ସବୁଠାରୁ ମହଙ୍ଗା UFC ଶୋ; ରାଷ୍ଟ୍ରପତି ଟ୍ରମ୍ପ ଅନନ୍ୟ ଶୈଳୀରେ ପାଳନ କଲେ ୮୦ତମ ଜନ୍ମଦିନ, ଖର୍ଚ୍ଚ ଜାଣିଲେ… ଓ୍ବାଶିଂଟନ,୧୬।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ୮୦ତମ ଜନ୍ମଦିନକୁ ପ୍ରକୃତରେ ଅନନ୍ୟ ଏବଂ ସ୍ମରଣୀୟ ଢଙ୍ଗରେ ପାଳନ କରିଥିଲେ। ଏହି ବିଶେଷ ଅବସର ପାଇଁ, ହ୍ବାଇଟ ହାଉସ ‘ସାଉଥ ଲନ’କୁ ଏକ ହାଇ-ଭୋଲଟେଜ ଫାଇଟିଂ ରିଙ୍ଗରେ ପରିଣତ କରାଯାଇଥିଲା, ଯେଉଁଥିରେ…