ବଢ଼ିଲା UG ନାମଲେଖା ଅବଧି, ଟଙ୍କା ଜମା କରି ନ ଥିଲେ… ଭୁବନେଶ୍ୱର,୨୦ା୬: ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି ବଢ଼ିଛି। ଜୁନ୍ ୨୧ ତାରିଖ ଅର୍ଥାତ୍ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି। ତେବେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ଜମା କରି ନାମ...