FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ବାଲେଶ୍ୱରରେ ପହଞ୍ଚିଲା UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ବାଲେଶ୍ୱର,୧୮ା୭(ବାଞ୍ଛାନିଧି ଦେ): ଫକୀର ମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ବାଲେଶ୍ୱରେ ଶୁକ୍ରବାର ଆସି ପହଞ୍ଚିଛି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। ପ୍ରଫେସର ରାଜ କୁମାର ମିତ୍ତଲଙ୍କ ଅଧ୍ୟକ୍ଷତାରେ ୪ ଜଣିଆ ଟିମ୍…
ନେପାଳ ଛାତ୍ରଙ୍କ ଆତ୍ମହତ୍ୟା, ପ୍ରତିବାଦ, ଧମକ: KIITକୁ ରିପୋର୍ଟ ମାଗିଲା UGC
ଭୁବନେଶ୍ୱର,୨୫ା୨: ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ, କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି(KIIT) ଠାରୁ ଏହାର କ୍ୟାମ୍ପସରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ଏବଂ ତା’ପରେ ଛାତ୍ରଙ୍କ ବିରୋଧ, କ୍ୟାମ୍ପସରେ ନେପାଳୀ ଛାତ୍ରଙ୍କ ପ୍ରତି ଦୁର୍ବ୍ୟବହାର ଏବଂ…
୫ ହଜାର ଟଙ୍କାରେ ମିଳୁଥିଲା ୟୁଜିସି ନେଟ୍ ପ୍ରଶ୍ନପତ୍ର
ନୂଆଦିଲ୍ଲୀ,୨୧।୦୬: ନିଟ୍ ପ୍ରଶ୍ନପତ୍ର ଲିକ୍କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ୟୁଜିସି ନେଟ୍ ପ୍ରଶ୍ନ ପତ୍ର ଲିକ୍ ହୋଇଛି । ଯାହାକୁ ନେଇ ପରୀକ୍ଷା ଆୟୋଜନ କରୁଥିବା ନ୍ୟାଶନାଲ୍ ଟେଷ୍ଟିଂ ଏଜେନ୍ସିର ସ଼୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠିଛି ।…
ଖୁବ୍ଶୀଘ୍ର ପ୍ରକାଶ ପାଇବ UGC-NET ନୂଆ ପରୀକ୍ଷା ସୂଚୀ: ସଚିବ
ନୂଆଦିଲ୍ଲୀ,୨୦ା୬: ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିପ୍ ଭଳି ସମ୍ମାନଜନକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ ଏହି…
ସଂରକ୍ଷିତ ପଦ ଅସଂରକ୍ଷିତ ହେବନି, ୟୁଜିସି ଗାଇଡ୍ଲାଇନ ଉପରେ ଶିକ୍ଷା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ
ଭୁବନେଶ୍ୱର,୨୯।୧: ଅନୁସୂଚିତ ଜାତି, ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ଥିବା ପଦବୀ ନିମନ୍ତେ ଯଦି ସେହି ବର୍ଗରୁ ପ୍ରାର୍ଥୀ ଉପଲବ୍ଧ ନ ହେଲେ ସେଗୁଡ଼ିକୁ ଅସଂରକ୍ଷିତ ଘୋଷଣା କରାଯିବ ବୋଲି ୟୁଜିସିର ଚିଠା ଗାଇଡ୍ଲାଇନରେ…
ୟୁଜିସି ନିୟମ ପାଳନ କରିବାରେ ବିଫଳ ଓଡ଼ିଶାର ୧୧ଟି ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,୧୯ା୧: ଓଡିଶାର ପ୍ରାୟ ୧୧ ଟି ସରକାରୀ ବିଶ୍ୱବିଦ୍ୟାଳୟ ୟୁଜିସି (ରେଡ୍ରେସାଲ୍ ଅଫ୍ ଷ୍ଟୁଡେଣ୍ଟସ୍ ଅଫ୍ ରେଗୁଲେସନ୍) ନିୟମାବଳୀ ଅନୁଯାୟୀ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ସମାଧାନ ପାଇଁ ଅମ୍ବୁଡ୍ସମ୍ୟାନ ନିଯୁକ୍ତ କରିନାହାଁନ୍ତି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ବାରମ୍ବାର ନିର୍ଦେଶ ପରେ…
Archives


