ୟୁଜିସି ବିଲ୍କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ… ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା ବ୍ରାହ୍ମଣ ମହାସଭା ପକ୍ଷରୁ ଦାବି କରାଯାଇଅଛି । ମଙ୍ଗଳବାର ସଂଘର କର୍ମକର୍ତ୍ତାମାନେ ଜିଲାପାଳଙ୍କ…