Tag Archives: ugc-net

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬ ଏପ୍ରିଲରୁ ପରୀକ୍ଷାରେ ଲାଗି ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ମେ’ ୭...

୫ ହଜାର ଟଙ୍କାରେ ମିଳୁଥିଲା ୟୁଜିସି ନେଟ୍‌ ପ୍ରଶ୍ନପତ୍ର

ନୂଆଦିଲ୍ଲୀ,୨୧।୦୬: ନିଟ୍‌ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ୟୁଜିସି ନେଟ୍‌ ପ୍ରଶ୍ନ ପତ୍ର ଲିକ୍‌ ହୋଇଛି । ଯାହାକୁ ନେଇ ପରୀକ୍ଷା ଆୟୋଜନ କରୁଥିବା ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସିର ସ଼୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠିଛି...

”NEET ପରୀକ୍ଷା ବିଭ୍ରାଟ ପାଇଁ ଆମେ ଦାୟୀ”: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୦।୬: ଦେଶରେ ଡାକ୍ତରୀ ଇଞ୍ଜିନିୟରିଂ ଓ ଫେଲୋଶିଫ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡିକରେ ନାମ ଲେଖାଇବା ପାଇଁ ପ୍ରବେଶିକା ଏନଇଇଟି ପରୀକ୍ଷାରେ ସୃଷ୍ଟି ହୋଇଥିବା ବିଭ୍ରାଟ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁବାର ସାମ୍ବାଦିକ ସମ୍ମିଳନୀରେ ସେ...

UGC-NET ଜୁନ୍ ୨୦୨୪ ପରୀକ୍ଷା ବାତିଲ, ଅନିୟମିତତା ଭୟ ପରେ ଏନଟିଏ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୯।୬: ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଦେଶର ବିଭିନ୍ନ ସହରରେ ୧୮ ଜୁନ୍ ୨୦୨୪ ରେ ହେବାକୁ ଥିବା ୟୁଜିସି-ଏନଇଟି ଜୁନ୍ ୨୦୨୪ ପରୀକ୍ଷାକୁ ବାତିଲ କରିଦେଇଛି। ଏନଟିଏ ଦୁଇଟି ସିଫ୍ଟରେ ଓଏମଆର (କଲମ ଏବଂ କାଗଜ) ପ୍ରଣାଳୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri