ମାଗଣାରେ କରାଇ ନିଅନ୍ତୁ ଆଧାର କାର୍ଡ ସମ୍ବନ୍ଧୀୟ କାମ: ଏଇ ମାସରେ ସରୁଛି ଡେଡଲାଇନ୍
ନୂଆଦିଲ୍ଲୀ,୧।୧୨: ବର୍ଷର ଶେଷ ମାସ ଡିସେମ୍ବର ଆରମ୍ଭ ହୋଇଯାଇଛି। ଚଳିତ ମାସରେ ଅନେକ କାର୍ଯ୍ୟ କରିବାର ଶେଷ ତାରିଖ ମଧ୍ୟ ରହିଛି, ଯେଉଁଥିରେ ଆପଣଙ୍କ ଆଧାର ସମ୍ବନ୍ଧୀୟ କାର୍ଯ୍ୟ ରହିଛି। ମାଗଣାରେ ହେଉଥିବା ଆଧାର କାର୍ଡ ଅପଡେଟ ଡେଡଲାଇନ୍ ଚଳିତ ମାସରେ…

