ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କୁ ବଡ଼ ଝଟ୍କା: କମିଲା ସବ୍ସିଡି, ଜାଣନ୍ତୁ ଏବେ କେତେ ମିଳିବ… ନୂଆଦିଲ୍ଲୀ,୮।୬: ଉଜ୍ଜଳା ହିତାଧିକାରୀଙ୍କୁ ବଡ଼ ଝଟ୍କା। ସବ୍ସିଡି ସିଲିଣ୍ଡର ସଂଖ୍ୟା ୯ରୁ ୪କୁ ଖସିଲା। ଏହାର ଅର୍ଥ ହେଉଛି ଉଜ୍ଜ୍ୱଳା ଯୋଜନା ଅଧୀନରେ ଆସୁଥିବା ପରିବାରଗୁଡ଼ିକୁ ବର୍ଷକୁ କେବଳ ୪ଟି ସିଲିଣ୍ଡର ଉପରେ ହିଁ ଅତିରିକ୍ତ ସବ୍ସିଡିର ଲାଭ ମିଳିପାରିବ। ପ୍ରଧାନମନ୍ତ୍ରୀ…