ଭାରତର ଅର୍ଥନୀତି ଉପରେ ଟ୍ରମ୍ପଙ୍କ ‘ମୃତ’ ମନ୍ତବ୍ୟକୁ ଖଣ୍ଡନ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,୯।୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ କେୟାର ଷ୍ଟାର୍ମର ଭାରତର ଅର୍ଥନୀତିକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ “ମୃତ” ମନ୍ତବ୍ୟକୁ ଖଣ୍ଡନ କରି କହିଛନ୍ତି ଯେ ଭାରତ ୨୦୨୮ ସୁଦ୍ଧା ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ହେବାର ପଥରେ ଅଗ୍ରସରହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…