Tag Archives: ukraine

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର ଏକ ଅନନ୍ୟ ନିଷ୍ପତ୍ତି ନେଇଛନ୍ତି: ଏହା ବୟସ୍କ ବିଷୟବସ୍ତୁ ବା ଆଡଲ୍ଟ କଣ୍ଟେଣ୍ଟକୁ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା। କ୍ୱିଭରେ ଥିବା ଭାରତୀୟ ଦୂତାବାସର ଏକ ସରକାରୀ ବିବୃତ୍ତି ଅନୁଯାୟୀ, ଦୁଇଜଣ କ୍ରୁ…

ମସ୍କୋ ଉପରେ ୪୦୦ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ୍‌

ମସ୍କୋ, ୨୧।୭: ରୁଷ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ୟୁକ୍ରେନ ସେନା ରୁଷ୍‌ର ରାଜଧାନୀ ମସ୍କୋକୁ ଲକ୍ଷ୍ୟ କରି ୪୦୦ରୁ ଅଧିକ ଦୂରଗାମୀ ଡ୍ରୋନ୍‌ ମାଡ଼ କରି ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଛନ୍ତି। ମସ୍କୋ ଉପକଣ୍ଠ ଖିମ୍‌କିଠାରେ ୟୁକ୍ରେନ୍‌ର ଡ୍ରୋନ୍‌ ମାଡ଼ରେ ଏକ ଘର…

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି ଚାଲିଛି, ଯେତେବେଳେ ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଇରାନ ଉପରେ ଆକ୍ରମଣ…

୩ ଦିନିଆ ଅସ୍ତ୍ରବିରତି ପାଇଁ ରୁଷିଆ, ୟୁକ୍ରେନ୍‌ ରାଜି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୦ା୫(ପି.ଟି.):ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ୩ ଦିନ ଅସ୍ତ୍ରବିରତି ଏବଂ ବନ୍ଦୀ ବିନିମୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍‌ ନେତା ରାଜି ହୋଇଛନ୍ତି। ଟ୍ରମ୍ପ୍‌ ଏହା ଜଣାଇବା ସହ ଏହି ସୀମିତ ବିରତି…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି ଯେ ତାଙ୍କ ପାଖରେ ଠୋସ ପ୍ରମାଣ ଅଛି ଯାହା ଦର୍ଶାଉଛି ଯେ ରୁଷିଆ…

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଶାନ୍ତି ଆଲୋଚନା ପାଇଁ ମସ୍କୋ ଆସିବାକୁ ରୁଷିଆ ପୁନର୍ବାର ନିମନ୍ତ୍ରଣ କରିଛି।…

‘ଆମେ ୟୁକ୍ରେନ କିମ୍ବା ଗ୍ରୀନଲ୍ୟାଣ୍ଡ ସମ୍ପର୍କରେ କୌଣସି ଧମକକୁ ଭୟ କରୁନାହୁଁ’, ଟ୍ରମ୍ପଙ୍କୁ ସିଧା ଜବାବ ଦେଲେ ଫ୍ରାନ୍ସ ରାଷ୍ଟ୍ରପତି

ପ୍ୟାରିସ,୧୮।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ସମର୍ଥନ କରିବା ପାଇଁ ୮ଟି ୟୁରୋପୀୟ ଦେଶ ଉପରେ ୧୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି, ଯାହା ଏବେ ବିରୋଧର କାରଣ ହୋଇଛି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ କହିଛନ୍ତି ଯେ ଗ୍ରୀନଲ୍ୟାଣ୍ଡ…

ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ

ନୂଆଦିଲ୍ଲୀ,୨ା୧: ଷ୍ଟକ୍‌ହୋମ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ ୨୦୨୪ ମଧ୍ୟରେ ୟୁକ୍ରେନ ବିଶ୍ୱର ସର୍ବବୃହତ ଅସ୍ତ୍ରଶସ୍ତ୍ର ଆମଦାନୀକାରୀ ଦେଶ ହୋଇଥିବାବେଳେ ଭାରତ ଦ୍ୱିତୀୟ…

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି କହି ପ୍ରତ୍ୟାଖ୍ୟାନ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ରୁଷିଆର…

ଆମେ ଯୁଦ୍ଧ ଆରମ୍ଭ କରିନାହୁଁ, ଲକ୍ଷ୍ୟ ପୂରଣ ହେଲେ ଶେଷ କରିବୁ: ପୁଟିନ

ନୂଆଦିଲ୍ଲୀ,୪।୧୨: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପଶ୍ଚିମ ରାଷ୍ଟ୍ର ଓ ୟୁକ୍ରେନ ଉପରେ ବର୍ଷିଛନ୍ତି। ସେ ଦୃଢ଼ତାର ସହ କହିଛନ୍ତି ଯେ ରୁଷିଆ ୟୁକ୍ରେନ ଯୁଦ୍ଧ ଆରମ୍ଭ କରିନାହିଁ। ବରଂ ପଶ୍ଚିମ ରାଷ୍ଟ୍ରଙ୍କ ପ୍ରଭାବରେ ୟୁକ୍ରେନ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?