ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଙ୍ଗଲ…