ନ୍ୟୁୟର୍କ,୧୫ା୯(ପି.ଟି.): ଭାରତର ପୂର୍ବତନ କୂଟନୀତିଜ୍ଞ ପ୍ରୀତି ସରନ୍ ଜାତିସଂଘର ସମ୍ମାନଜନକ ଆର୍ଥତ୍କ, ସାମାଜିକ ଓ ସାଂସ୍କୃତି ଅଧିକାର କମିଟି (ସିଇଏସ୍ସିଆର୍)ର ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ…