ଏଥର ପାକିସ୍ତାନକୁ ମିଳିବ ବଡ଼ ଫାଇଦା, ଏହି ପରିଷଦରେ ହେଲା ସାମିଲ ନୂଆଦିଲ୍ଲୀ, ୭ା୬: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ୫ ଅସ୍ଥାୟୀ ସିଟ୍ ପାଇଁ ହୋଇଥିବା ଭୋଟ୍ରେ ପାକିସ୍ତାନକୁ ଚୟନ କରାଯାଇଛି। ୧୯୩ ସଦସ୍ୟ ଥିବା ସଂଯୁକ୍ତ ରାଷ୍ଟ୍ର ମହାସଭାରେ ଗୁପ୍ତଭାବେ ମତଦାନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ଏଥିରେ ଜିତିବା ପାଇଁ...