IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଜିତିଲେ ଜାତିସଂଘ ସାସାକାୱା ପୁରସ୍କାର ନୂଆଦିଲ୍ଲୀ,୮ା୬: ଦେଶ ପାଇଁ ଗର୍ବର ବିଷୟ ଯେ, ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ୨୦୨୫ ମସିହାରେ ଜାତିସଂଘ ସାସାକାୱା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ୨୦୨୫ ପୁରସ୍କାରର ବିଷୟବସ୍ତୁ—“ବିଜ୍ଞାନକୁ ଜନସାଧାରଣ ସହ ସଂଯୋଗ କରିବା:...