ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ… ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା। ସୂଚନାନୁଯାୟୀ, ଗ୍ରାମର ରାଜକନିକା ଯଶୀପୁର ଅଞ୍ଚଳର ସସ୍ମିତା ପରିଡ଼ା ନିଜ ବାପଘର ବାସୁଦେବପୁର…