under-construction court

ନିର୍ମାଣାଧୀନ କୋର୍ଟ ବୁଲି ଦେଖିଲେ ଗଞ୍ଜାମ ଜିଲା ଜଜ୍‌

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦୌରା ଜଜ୍‌ ଅଶାନ୍ତ କୁମାର ଦାସ ଶନିବାର ଅପରାହ୍ନରେ ଦିଗପହଣ୍ଡି-ପୁଡ଼ାମାରୀ ରାସ୍ତାରେ ନିର୍ମାଣାଧୀନ ଦିଗପହଣ୍ଡି କୋର୍ଟ କୋଠା ପରିଦର୍ଶନ କରିଛନ୍ତି।…

3 weeks ago