ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି… ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍ଜେଲ୍ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ। ପ୍ରାୟ ୪୫ ଦିନ ଧରି ସେ ଏକ ପୋକ୍ସୋ…