ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ ପାରି ଶଢ଼ିବାକୁ ଲାଗିଲାଣି। ତେଣୁ ବନ୍ୟାର ୫ମ ଦିନରେ କର୍ତ୍ତୃପକ୍ଷ ଚିହ୍ନଟ ହୋଇ…