ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି। ଏହା ଉଲ୍ଲେଖଯୋଗ୍ୟ ଯେ, ଧର୍ମେନ୍ଦ୍ର…