ନିଜର ହକ୍ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍ ହୋଇ… କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା…